News from Subarnapur Odisha
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଜିଲ୍ଲାରେ ଜନ ଜୀବନର ସୁରକ୍ଷା ଦୃଷ୍ଟିରୁ ବେଆଇନ ଗାଡିଚାଳନାକୁ କଡାକଡି ଚେକିଂ...
ସୁବର୍ଣ୍ଣପୁରରେ ନୁତନ ଜିଲ୍ଲା ଶିକ୍ଷଧିକାରୀଙ୍କ ଯୋଗଦାନ
ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷାଧିକାରୀ ଭାବେ ମୀନାରାଣୀ ମଙ୍ଗଲ ଯୋଗ ଦେଇଥିବା ବେଳେ...
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶୁଭାରମ୍ଭ
ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଆଜି ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତଥା ସୁବର୍ଣ୍ଣପୁର...
ଅମର ପାଲି ହାଇସ୍କୁଲ ରେ ତମାଖୁ ମୁକ୍ତ ଶିକ୍ଷାନୁଷ୍ଠାନ ପାଇଁ ସଚେତନତା କାର୍ଯ୍ୟକ୍ରମ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲ ରେ ତମାଖୁ ମୁକ୍ତ ଶିକ୍ଷାନୁଷ୍ଠାନ...
ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ବୀରମହାରାଜପୁର ର ପୁଲିସ ବାବୁ
ବୀରମହାରାଜପୁର : (ସୌମିତ୍ରି ମେହେର) ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବୀରମହାରାଜପୁର ର ପୁଲିସ ବାବୁ l ସୁବର୍ଣ୍ଣପୁର ଜିଲ୍ଲା...
ପାତାଳୀ ଶ୍ରୀକ୍ଷେତ୍ର ରେ ଚାଲିଥିବା ପାତାଳୀ ମହୋତ୍ସବ ର ଷଷ୍ଠ ଦିବସରେ ବହୁ ଭକ୍ତ ତଥା ଶ୍ରଦ୍ଧାଳୁ ଙ୍କ ସମାଗମ
ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ...
ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଦିବସ ପାଳନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ
ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ସ୍ବାସ୍ଥ୍ୟ ସମିତି ଦ୍ୱାରା ଜିଲ୍ଲା ତାଲିମ କେନ୍ଦ୍ରଠାରେ ଜିଲ୍ଲା...
ଖଣ୍ଡହତା ରବୀନ୍ଦ୍ରନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ରବୀନ୍ଦ୍ରନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର...
20 ତମ ପାତାଳୀ ମହୋତ୍ସବ ର ପଞ୍ଚମ ଦିବସରେ ଦର୍ଶକଙ୍କ ମନ ମୋହିଲା କେନ୍ଦ୍ରାପଡା ର ରୋୟାଲ ଡେନ୍ସ ଏକାଡେମୀ
ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ର ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ...
ବୀରମହାରାଜପୁର ତହସିଲ କାର୍ଯ୍ୟାଳୟ ର ସେକସନ ଅଧିକାରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା କାର୍ଯ୍ଯକ୍ରମ
ବୀରମହାରାଜପୁର : (ସୌମିତ୍ରି ମେହେର) ବୀରମହାରାଜପୁର ସଦର ମହକୁମା ସ୍ଥିତ ତହସିଲ କାର୍ଯ୍ୟାଳୟର ସେକ୍ସନ୍ ଅଫିସର ଶିବ ନାରାୟଣ ଦାଶ...
ବହଲପଦର ରେ ଶ୍ରୀ ପଞ୍ଚମୀ ଉପଲକ୍ଷେ ମହକ, ପ୍ରତିଭା ଉତ୍ସବ କାର୍ଯ୍ୟକ୍ରମ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ରେ ଦଧିବାମନ ଯୁବକ ସଂଘ ଆନୁକୂଲ୍ୟରେ...
ଅଲ୍ ଇଣ୍ଡିଆ ଫୁଟବଲ୍ ପାଇଁ ରାମଧୁନ୍ କ୍ଳବ୍ ପକ୍ଷରୁ ଫ୍ରାଞ୍ଚାଇଜ୍ ମିଟ୍
ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଆଜି ସ୍ଥାନୀୟ ହୋଟେଲ ମୁନ ଠାରେ ସୋନପୁର ରମଧୁନ କ୍ଲବ୍ ପକ୍ଷରୁ...
